ଏଣିକି ମୋବାଇଲ ଆପ ଜରିଆରେ ହେବ ଲର୍ନିଙ୍ଗ ଲାଇସେନ୍ସଯିବାକୁ ପଡିବନି RTO……. 

ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ  ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ । ଜଣାଇ ବାକୁ ଯାଉଛୁ କିଭଳି ଭାବେ ଆପଣ ମୋବାଇଲ ଆପ ଜରିଆରେ ଲର୍ଣ୍ଣିଙ୍ଗ ଲାଇସେନ୍ସ କରିପାରିବେ ସେ ବିଷୟରେ କହିବାକୁ ଯାଉଛୁ । ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ । ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ । 

 

ବର୍ତ୍ତମାନ ସମୟରେ RTO କୁ ପେପରଲେସ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ସେବାର ଶୁଭାରମ୍ଭ କରିଛନ୍ତି । ମୋବାଇଲ ଆପ୍ ଜରିଆରେ ଏଣିକି ଲର୍ଣ୍ଣିଂ ଲାଇସେନ୍ସ ମିଳିପାରିବ।ତେବେ ଆପଣଙ୍କୁ UMANG ଆପ୍ ଜରିଆରେ ଲର୍ଣ୍ଣିଂ ଲାଇସେନ୍ସ,କରିପାରିବେ । ଯାହା ବର୍ତ୍ତମାନ ଦେଶରେ ସର୍ବ ପ୍ରଥମ । ଏହା ସହ ଗାଡି ରେଜିଷ୍ଟ୍ରେସନ, ମାଲ ପରିବହନ ପରମିଟ ଆଦି ପେପରଲେସ୍ ହେବ । ଗାଡ଼ି ରେଜିଷ୍ଟ୍ରେସନ ନବୀକରଣ କିମ୍ବା ମାଲିକାନା ପରିବର୍ତ୍ତନ ବି ପେପରଲେସ୍ ହେବ।

 

କେବଳ ସେତିକି ନୁହେଁ, ଯେକୌଣସି RTO ରେ ନବୀକରଣ କିମ୍ବା ମାଲିକାନା ପରିବର୍ତ୍ତନ ହୋଇପାରିବ । ରେଜିଷ୍ଟ୍ରେସନ, ନବୀକରଣ, ପରିବହନ ପରମିଟ ପାଇଁ ଆଉ RTO ଯିବାକୁ ପଡ଼ିବନି । ଆଗରୁ ଲର୍ଣ୍ଣର ଲାଇସେନ୍ସ ପାଇଁ ନିୟମ ଅଧିକ କଡ଼ାକଡ଼ି ସହ ବ୍ୟବସ୍ଥାରେ ସରଳୀକରଣ କରାଯାଇଛି । ତେବେ ଏହି ନିୟମ କଡା କଡ଼ି ସହ ତଦାରଖ କରିବା ପାଇଁ  ମଧ୍ୟ ଓଡ଼ିଶାର ସମସ୍ତ RTO କୁ ନର୍ଦେଶ ଦିଆଯାଇଛି ।

 

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

 

ଧନ୍ୟବାଦ ।

Leave a Reply

Your email address will not be published. Required fields are marked *