ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ । ଜଣାଇ ବାକୁ ଯାଉଛୁ ମାର୍ଚ୍ଚ ମାସ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଜାରି ହୋଇଥିବା ଗାଇଡ଼ ଲାଇନ ସମ୍ପର୍କରେ । ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ । ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାର୍ଚ୍ଚ ମାସର ଗାଇଡଲାଇନ ଜାରି କଲା କେନ୍ଦ୍ର ଗୃହ ମନ୍ତ୍ରଣାଳୟ । ଗାଇଡଲାଇନ୍ ଅନୁଯାୟୀ, ପୂର୍ବଭଳି ଜାରି ରହିବ କଣ୍ଟେନମେଣ୍ଟ ବ୍ୟବସ୍ଥା, ଆଇସୋଲେସନ ଓ ସାବଧାନତା । ନୂଆ ଗାଇଡଲାଇନ ରେ ଟିକାକରଣ ତ୍ୱରାନ୍ୱିତ କରିବାକୁ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଛି କେନ୍ଦ୍ର ଗୃହ ମନ୍ତ୍ରଣାଳୟ।ତେବେ ଏହି ନିୟମ ଗୁଡିକ ମାର୍ଚ୍ଚ ୧ ରୁ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ ।
(୧) ପୂର୍ବଭଳି ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ନିୟମ ବଳବତ୍ତର ରହିବ ।
(୨)କୋଭିଡ୍ ଗାଇଡଲାଇନକୁ ପାଳନ କରି ସ୍କୁଲ କଲେଜ୍ ଚାଲିବ ।
(୩)କ୍ଲାସରୁମରେ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ରହିବ।
(୪)ସେହିପରି ୫୦ ପ୍ରତିଶତ ଦର୍ଶକରେ ସିନେମା ହଲ୍ ଚାଲିପାରିବ।
(୫)ବାହାଘର ଏବଂ ଅନ୍ତିମ ଯାତ୍ରାରେ ସମସ୍ତେ ମାସ୍କ ପିନ୍ଧିବେ ଏବଂ ସାମାଜିକ ଦୂରତା ବଜାୟ ରଖିବା ବାଧ୍ୟତାମୂଳକ।
ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।
ଧନ୍ୟବାଦ ।