ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ । ଜଣାଇ ବାକୁ ଯାଉଛୁ କ୍ରିକେଟ କିମ୍ବଦନ୍ତୀ ପୁରୁଷ ସଚିନ ତେନ୍ଦୁଲକର କରୋନା ରେ ସଂକ୍ରମିତ ହେବା ପରେ ବର୍ତ୍ତମାନ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସେ ବିଷୟରେ କହିବାକୁ ଯାଉଛୁ। ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ । ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।
ମାଷ୍ଟର ବ୍ଲାଷ୍ଟର ତଥା କ୍ରିକେଟ ଜଗତ ର କିମ୍ବଦନ୍ତୀ ପୁରୁଷ ସଚିନ ତେନ୍ଦୁଲକର କରୋନାରେ ଆକ୍ରାନ୍ତ । ଆଜି ସଚିନ ତେନ୍ଦୁଲକର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସେ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି । ତାଙ୍କ ପାଖରେ କରୋନାର ସାମାନ୍ୟ ଲକ୍ଷଣ ରହିଥିବା ବେଳେ ଚିକିତ୍ସା ଆରମ୍ଭ ହୋଇ ଯାଇଥିବା ସୂଚନା ଦେଇଛନ୍ତି ସଚିନ | କରୋନା ଚିହ୍ନଟ ପରେ ନିଜକୁ ସଙ୍ଗରୋଧରେ ରଖିଛନ୍ତି ସଚିନ ।
ତେବେ ବର୍ତ୍ତମାନ ସମୟରେ ତାଙ୍କର ଦେହ ସାମାନ୍ୟ ଖରାପ ହୋଇଛି ଯେଉଁଥିପାଇଁ ସେ ବର୍ତ୍ତମାନ ମୁମ୍ବାଇ ର ଏକ ବେସରକାରୀ ହସ୍ପିଟାଲ ରେ ଭର୍ତ୍ତି ହୋଇଛନ୍ତି । ତେବେ ତାଙ୍କ ଫ୍ୟାନ ମାନଙ୍କୁ ବ୍ୟସ୍ତ ନହେବା ପାଇଁ କହିଥିବା ବେଳେ ବହୁତ ଶୀଘ୍ର ସେ ଫେରି ଆସିବେ ବୋଲି କହିଛନ୍ତି । ତେବେ ଜାହାକୁ ନେଇ ନିଜ ଟୁଇଟର ରେ ସୂଚନା ଦେଇଛନ୍ତି ସଚିନ ।
ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।
ଧନ୍ୟବାଦ ।