ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁ ଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମ ରେ ଆମେ ଆପଣ ମାନଙ୍କୁ । ଜଣାଇ ବାକୁ ଯାଉଛୁ ଯେ କିଭଳି ଭାବେ ଜଣେ ଛାତ୍ର ନିଜ କଲେଜ ର ଜଣେ ଶିକ୍ଷୟତ୍ରୀ ଙ୍କ ସହ ସମ୍ପର୍କ ରଖି ଧୋକା ଦେବାକୁ ଚେଷ୍ଟା କରୁଥିବା ବେଳେ ଧରା ପଡ଼ିଥିଲେ । ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ । ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।
ତେବେ ଆପଣ ମାନଙ୍କୁ କହିଦବାକୁ ଯାଉଛି ଯେ କିଭଳି ଭାବେ ଜଣେ ଛାତ୍ର ନିଜର ଶିକ୍ଷୟତ୍ରୀ ଅନିତିକ ସମ୍ପର୍କ ରଖି ସେକ୍ସ କରି ଛାଡି ଯାଇଥିଲା । ଉତ୍ତର ପ୍ରଦେଶର ରାମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ନିଜେ ପଢାଉଥିବା ସ୍କୁଲର ଜଣେ ଛାତ୍ରଙ୍କ ସହିତ ପ୍ରେମ ସମ୍ପର୍କ ପରେ ଧୋକାକୁ ନେଇ ଆଇନର ଆଶ୍ରୟ ନେଇଛନ୍ତି ।
ସୂଚନା ମୁତାବକ, ସ୍କୁଲରେ ପଢାଉଥିବା ଜଣେ ଶିକ୍ଷୟିତ୍ରୀଙ୍କର ଛାତ୍ରଙ୍କ ସହିତ ହିଁ ପ୍ରେମ ସମ୍ପର୍କ ଗଢିଉଠିଥିଲା । ଏହା ପରେ ଦୁହେଁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ । ବିବାହ ପାଇଁ ମନସ୍ତ କରିବା ପରେ ଉଭୟଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ ଗଢିଉଠିଥିଲା । କିଛି ଦିନ ପରେ ଯୁବକ ଜଣକ ବିଦେଶ ଯିବାକୁ ବାହାରିଥିଲେ ।
ତେବେ ବିବାହର ପ୍ରତିଶୃତି ଦେଇ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ କରିବାକୁ ରାଜି ନହେବାରୁ ଥାନାର ଦ୍ବାରସ୍ଥ ହୋଇଥିଲେ ପୀଡିତା ଶିକ୍ଷୟିତ୍ରୀ । ରାମପୁର ପୋଲିସ ଘଟଣାର ତଦନ୍ତ କରିବା ସହିତ ଅଭିଯୁକ୍ତ ବିରୁଦ୍ଧରେ ଆଇପିସି ଧାରା ୩୭୬ ଆଧାରରେ ମାମଲା ରୁଜୁ କରିଛି ।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।
ଧନ୍ୟବାଦ ।