୨୦୨୩ରେ ମେଷ ରାଶି ପାଇଁ ଆସୁଛି ଏହି ସବୁ ସମସ୍ୟା।

 

ନମସ୍କାର ବନ୍ଧୁଗଣ ଆପଣ ମାନଙ୍କୁ  ଆମର ଏହି ସୁନ୍ଦର ୱେବ ପୋର୍ଟାଲକୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,୨୦୨୩ରେ ମେଷ ରାଶି ପାଇଁ ଆସୁଛି ଏହି ସବୁ ସମସ୍ୟା।ତେବେ ଆପଣ ଏହି ପୋଷ୍ଟକୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।

 

ଭାଗ୍ୟ ଭବିଷ୍ୟ ଓ କର୍ମଫଳ ମନୁଷ୍ୟ ଜୀବନ ଉପରେ ଆଧାରିତ । ମନୁଷ୍ୟ ଜନ୍ମରୁ ମୃ-ତ୍ୟୁ ପର୍ଯ୍ୟନ୍ତ ନିଜ କର୍ମଫଳ ଦ୍ଵାରା ପରିଚାଳିତ ହୋଇଥାଏ । ଏହି ସଂସାରରେ ବାର ଗୋଟି ରାଶି ଉପରେ ମଣିଷର ଭାଗ୍ୟ ଭବିଷ୍ୟ ନିର୍ଦ୍ଧାରିତ । ନିଜର ପୂର୍ବଜନ୍ମର କର୍ମଫଳ ଦ୍ଵାରା ମନୁଷ୍ୟ ନିଜ ଜୀବନକୁ ଭୋଗ କରିଥାଏ । ପୂର୍ବଜନ୍ମ କର୍ମଫଳ ଦ୍ଵାରା ମନୁଷ୍ୟ ଏହି ଜନ୍ମରେ ସୁଖ ତଥା ଦୁଃଖ ଭୋଗ କରିଥାଏ । 

 

ମନୁଷ୍ୟ ଜୀବନ ଚକ୍ରରେ ଅନେକ ବିଡମ୍ବନା ମଧ୍ୟ ଦେଖିବାକୁ ମିଳିଥାଏ । ଏହିସବୁ ବାଧା ବିଘ୍ନ ବିଡମ୍ବନା ରୁ ନିସ୍ତାର ପାଇବା ପାଇଁ ମଣିଷ ଅନେକ ପୂଜା ଅର୍ଚ୍ଚନା କରିଥାଏ । ଏଥି ସହ ଜ୍ୟୋତିଷ ଆଦିର ସହାୟତା ମଧ୍ୟ ଲୋଡ଼ିଥାନ୍ତି । ହିନ୍ଦୁ ଶାସ୍ତ୍ର ପରମ୍ପରାରେ ଜ୍ୟୋତିଷ ଶାସ୍ତ୍ର ର ଅନେକ ପ୍ରାଧାନ୍ୟ ମାନ୍ୟତା ରହିଥାଏ । ଗ୍ରହମାନଙ୍କ ଚଳନ ବିଧିକୁ ଲକ୍ଷ୍ୟ କରି ରାଶି ମାନଙ୍କୁ ସ୍ଥିତିକୁ ଲକ୍ଷ୍ୟ କରାଯାଇଥାଏ ।

 

ତେବେ ୨୦୨୩ ବର୍ଷ ଟି ମେଷ ରାଶି ପାଇଁ ଅନେକ ସମସ୍ୟା ଦେଖା ଯାଇପାରେ ।ତେବେ ମେଷ ରାଶି ପାଇଁ ଏହି ବର୍ଷ ବିଭାଜନର ବର୍ଷ ହୋଇପାରେ। ବେପାର ସମ୍ବନ୍ଧ ବିଭାଜନ ହେଉ କିମ୍ୱା ଭାଇ ଭାଇ ମଧ୍ୟରେ ପୈତୃକ ସମ୍ପତି ବିଭାଜନ ପାଇଁ ହୋଇପାରେ।ଏହା ସହ ଯେଉଁମାନେ ଛାଡ଼ପତ୍ର ପାଇଁ ମକଦ୍ଦମା କରୁଛନ୍ତି ତାଙ୍କୁ ୨୦୨୩ ରେ ଛାଡପତ୍ର ମିଳିଯିବ।ତେବେ କହିବାକୁ ଗଲେ ୨୦୨୩ ବର୍ଷଟି ମେଷ ରାଶି ପାଇଁ ଶୁଭ ନୁହେଁ ।

 

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

 

Leave a Reply

Your email address will not be published. Required fields are marked *