ଓଡ଼ିଆ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ର LIVE ଆସିଲେ । ମିହିର ଦାସ ଙ୍କ ସ୍ୱାସ୍ଥ ଅବସ୍ଥା କୁ ନେଇ ଦେଲେ ଜରୁରୀ ସୂଚନା…

 

ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ  ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ମିହିର ଦାସଙ୍କ ଅସୁସ୍ଥତା ଙ୍କୁ ନେଇ ଏବେ ଦେଲେ ସିଦ୍ଧାନ୍ତ ଜରୁରୀ ସୂଚନା । କଣ କହିଲେ ଦେଖନ୍ତୁ ।ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।

 

ଓଡ଼ିଶାରେ ଶହେ ରୁ ଶତକଡା ଲୋକ ଓଡ଼ିଆ ଫିଲ୍ମ ଦେଖିବା କୁ ପସନ୍ଦ କରୁଛନ୍ତି । ଆମେ ସମସ୍ତେ ସିରିଏଲ୍ ଓ ଫିଲ୍ମ ଦେଖିବା ପାଇଁ ବହୁତ୍ ଭଲ ପାଉ । ହେଲେ କିଛି କିଛି ଜଣ ଓଡ଼ିଆ ଫିଲ୍ମ ହେଉ ତ ଆଉ କିଛି କିଛି ଜଣ ଓଡ଼ିଆ ଫିଲ୍ମ ଦେଖିବା ପାଇଁ ଭଲ ପାଆନ୍ତି । ଆହୁରି ମଧ୍ୟ ଅନ୍ୟ କିଛି କିଛି ଲୋକ ଆଉ ଅଲଗା କିଛି ଦେଖିବାକୁ ପସନ୍ଦ କରନ୍ତି । ତେବେ ଓଲିଉଡ୍‌ ଜଗତ ର କାକା ଭାବେ ପରିଚିତ ଅଭିନେତା ମିହିର ଦାସଙ୍କ ଜଣେ ଭେଟରିଆନ୍ କଳାକାର । ସେ ପ୍ରଥମେ ଆର୍ଟ ଫିଲ୍ମରେ ଅଭିନୟ କରିଥିଲେ । ତାହା ଥିଲା ‘ସ୍କୁଲ୍‌ ମାଷ୍ଟର’ । ଯାହା ତାଙ୍କୁ ଆଗକୁ ବଢ଼ିବା ପାଇଁ ରାସ୍ତା ଦେଖାଇଥିଲା । 

 

ତା’ପରେ ସେ ଗୋଟିଏ ପରେ ଗୋଟିଏ ହିଟ୍‌ ବ୍ୟବସାୟିକ ଫିଲ୍ମରେ ଅଭିନୟ କରି ଓଲିଉଡ୍‌ରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ତେବେ ଓଲିଉଡର ବରିଷ୍ଠ ଅଭିନେତା ମିହିର ଦାସ ବର୍ତମାନ ଅସୁସ୍ଥ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକର ଅଶ୍ଵିନୀ ଚିିକିତ୍ସାଳୟ ରେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ସୂଚନା ମିଳିଛି ।  କିଛି ଦିନ ପୂର୍ବରୁ କିଡନୀ ଜନୀତ ରୋଗରେ ଆକ୍ରାନ୍ତ ଥିଲେ ମିହିର ଦାସ । ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି ସ୍ବତନ୍ତ୍ର ଡାକ୍ତର ଟିମ୍ । ପ୍ରାୟ ଚାରି ଦଶନ୍ଧି ଧରି ଓଡ଼ିଆ ଚଳଚ୍ଚିତ୍ରରେ ନିଜର ଅଭିନୟ ଯାତ୍ରା ଜାରି ରଖିଥିବା ବହୁମୁଖୀ ଅଭିନୟ ପ୍ରତିଭା ହେଉଛନ୍ତି ମିହିର ଦାସ । ୨୦୧୯ ମସିହା ଏପ୍ରିଲ ମାସରେ  ମଧ୍ୟ ମିହିର ଦାସ ହଠାତ ଅସୁସ୍ଥ ହୋଇପଡିଥିଲେ । 

 

ତାଙ୍କୁ କଟକର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ୧୯୮୦ ମସିହାରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ‘ରାମାୟଣ’ରେ ସେ ଶତ୍ରୁଘ୍ନ ଭୂମିକାରେ ଅବତୀର୍ଣ୍ଣ ହୋଇ ସନେ-ଅଭିନୟ ଯାତ୍ରା ଆରମ୍ଭ କରିଥିଲେ । ତେବେ ଓଡ଼ିଆ ଚଳଚ୍ଚିତ୍ର ଓ ଟେଲିଦୁନିଆର ଲୋକପ୍ରିୟ ଅଭିନେତା ମିହିର ଦାସ ଅସୁସ୍ଥ ହୋଇପଡ଼ିଛନ୍ତି । ତେବେ ବହୁ ଚଳଚିତ୍ର, ଟେଲିଧାରାବାହିକରେ ଅଭିନୟ କରି କୋଟିକୋଟି ଓଡିଶାବାସୀଙ୍କ ହୃଦୟ ଜିଣିପାରିଛନ୍ତି ମିହିର ଦାସ ।

ତେବେ ମିହିର ଦାସ ଙ୍କ ଅସୁସ୍ଥତା କୁ ନେଇ ଅନେକ ଲୋକ ସୋସିଆଲ ମିଡିଆରେ ନାନା ଗୁଜବ କରୁଛନ୍ତି । ଏପରି ଗୁଜବ ଦେଖି ଅଭିନେତା ସିଦ୍ଧାନ୍ତ ମହାପାତ୍ର କାନ୍ଦି ପକାଇଲେ ତଥା ଅନୁରୋଧ କରି କହିଲେ ଯେ ଦୟାକରି ଏପରି ଗୁଜବ ଅପପ୍ରଚର କରନ୍ତୁ ନାହିଁ । 

 

ଜଗନ୍ନାଥ ଙ୍କ ଠାରେ ପ୍ରାର୍ଥନା କରନ୍ତୁ ସେ ଶୀଘ୍ର କିପରି ସୁସ୍ଥ ହୋଇ ଫେରି ଆସିବେ । ପ୍ରାୟ ୨୦୦ରୁ ଊର୍ଧ୍ୱ ଚଳଚ୍ଚିତ୍ରରେ ନଜର ଆସିଥିବା ମିହିର ନାୟକ, ଖଳନାୟକ, ହାସ୍ୟ ଚରିତ୍ର  ଓ ବିଭିନ୍ନ ଚରିତ୍ର ଅଭିନେତ‌ା ଆଦି ଭୂମିକା ନିଭାଇ ଦର୍ଶକଙ୍କୁ ତାଙ୍କ ଅଭିନୟର ମାଧ୍ୟମ ରେ ବାନ୍ଧି ରଖିଛନ୍ତି । ତାଙ୍କର ଉଲ୍ଲେଖନୀୟ ଚଳଚ୍ଚିତ୍ରଗୁଡ଼ିକ ମଧ୍ୟରେ ରହିଛି ‘ପୁଅ ମୋର ଭୋଳା ଶଙ୍କର’, ‘ସ୍ତ୍ରୀ’, ‘ବାଜି’, ‘ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ’, ‘ଅଭିମନ୍ୟୁ’ ‘ଶାଶୂ ହାତକଡ଼ି ଭାଉଜ ବେଡ଼ି’, ‘ଫେରିଆ ମୋ ସୁନା ଭଉଣୀ’, ‘ମିଷ୍ଟର୍‌ ମଜୁନୁ’ ଓ ‘ଅଗସ୍ତ୍ୟ’ ଇତ୍ୟାଦି ରହିଛି । ତେବେ ଓଲିଉଡରେ ଅନେକ ଚଳଚିତ୍ରରେ ଅଭିନୟ କରି କୋଟିକୋଟି ଓଡିଶାବାସୀଙ୍କ ହୃଦୟ ଜିଣିପାରିଛନ୍ତି ମିହିର ଦାସ ।

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

 

Leave a Reply

Your email address will not be published. Required fields are marked *