ମୁଖ୍ୟମନ୍ତ୍ରୀ ଙ୍କ ରାଜ୍ୟ ବାସୀଙ୍କୁ ଦେଲେ ନୂଆ ବର୍ଷ ଭେଟି । 4 ମାସ ମିଳିବ ଏତେ ସବୁ ସୁବିଧା…

 

ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ  ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଗରିବ ହିତାଧିକାରୀ ମାନଙ୍କୁ ମିଳିବ ମାଗଣା ଚାଉଳ । ନୂତନ ବର୍ଷ ପାଇଁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ।ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ।

 

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ବା ବୃଦ୍ଧି ପ୍ରସ୍ତାବକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନଭେମ୍ବରରେ ଶେଷ ହେଉଥିବା କୁ ଆଉ ୮ ମାସ ବୃଦ୍ଧି କରିବାକୁ ଚିଠିରେ ଉଲ୍ଲେଖ ଥିଲା । କରୋନା ମହାମାରୀର ପ୍ରଭାବ ସମ୍ପୂର୍ଣ୍ଣ ଭାବେ ଟଳି ନଥିବାରୁ  ବୃଦ୍ଧି ହେଉ ବୋଲି ପ୍ରସ୍ତାବ ଦେଇଛନ୍ତି ନବୀନ । ଦେଶରେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ଶସ୍ୟ ମହଜୁଦ ଥିବା ନବୀନ ଜଣାଇଛନ୍ତି । ୭ ମାସ ଧରି ରେ ମାଗଣା ରାସନ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି । ତେବେ ନଭେମ୍ବର ୫ ସୁଦ୍ଧା ଏନଏଫଏସଏ ହିତାଧୀକାରୀ ୭ ମାସର ମାଗଣା ରାସନ ପାଇ ସାରିଛନ୍ତି । ତେବେ ଏପରି ଚିନ୍ତାଧାରା ପାଇଁ ଓଡ଼ିଶା ବାସୀ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଛନ୍ତି । 

 

ଗରିବ କଲ୍ୟାଣ ଅନ୍ନ ଯୋଜନା ଚାଲୁ ରଖିବାକୁ ଅନୁରୋଧ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା କାଳରେ ଲାଗୁ ହୋଇଥିବା ଗରିବ କଲ୍ୟାଣ ଯୋଜନା ଚାଲୁ ରଖିବାକୁ ଚିଠିରେ ଦାବି କରିଥିଲେ ମୁଖ୍ୟମନ୍ତ୍ରୀ । ଏବେ ବି ଦେଶରେ ମହାମାରୀ ସମ୍ପୂର୍ଣ୍ଣ ଯାଇନାହଁ । କରୋନା ପାଇଁ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ସମ୍ପୂର୍ଣ୍ଣ ଦୋହଲି ଯାଇଛି । ଏଣୁ ଗରିବଙ୍କ ପାଇଁ ଯୋଜନାକୁ ଅଧିକ ୮ ମାସ ଚାଲୁ ରଖିବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଅନୁରୋଧ କରି ଲେଖିଥିଲେ । ଦେଶରେ ଏବେ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ଶସ୍ୟ ମହଜୁଦ ରହିଛି । ତେଣୁ ଲୋକଙ୍କ ପାଇଁ ଡିସେମ୍ବର ମାସରୁ ଆହୁରି ୮ ମାସ ମାଗଣା ରାସନ୍ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ନିବେଦନ କରିଥିଲେ । 

 

କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତା କରିବା ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଜରିଆରେ ୭ ମାସ ମାଗଣା ରାସନ ଦେଇଥିଲେ । ଏହା ଦ୍ୱାରା ଅନେକ ଗରିବ ଲୋକମାନେ ଉପକୃତ ମଧ୍ୟ ହୋଇଥିଲେ । ତେବେ ବର୍ତ୍ତମାନ କରୋନା ସମ୍ପୂର୍ଣ୍ଣ ଭାବରେ କମି ନାହିଁ । ଏହା ସହ କାମ ମଧ୍ୟ ମିଳୁ ନାହିଁ ଅଧିକାଂଶ ଲୋକମାନେ ବର୍ତ୍ତମାନ ନିଜ ରୋଜଗାର ହରାଇ ଘରେ ବସିଛନ୍ତି ଏବଂ କାମ ଖୋଜୁଛନ୍ତି । ତେବେ ଏଭଳି ପରିସ୍ଥିତି ରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ରେ ଦିଆ ଯାଉଥିବା ଚାଉଳ ବନ୍ଦ ନ କରନ୍ତି କାରଣ ବର୍ତ୍ତମାନ ସମୟରେ କରୋନା ସମ୍ପୂର୍ଣ୍ଣ ଭାବରେ ଠିକ୍ ହୋଇ ନାହିଁ ସେଥି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କୁ ଚିଠି ରେ ଲେଖି ଜଣାଇଥିଲେ ।

 

ତେବେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନରେ ମଧ୍ୟରେ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂତନ ବର୍ଷ ପାଇଁ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଗରିବ ହିତାଧିକାରୀ ଙ୍କୁ ଚାଉଳକାର୍ଡ ପିଛା ୫ କିଲୋ  ମାଗଣାରେ ଯୋଗାଇ ଦେବାକୁ ନୂତନ ବର୍ଷ ରେ ଅଭିନନ୍ଦନ ଭାବେ ଘୋଷଣା କରିଛନ୍ତି । ଏବେ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୮୦.୨୬ ଲକ୍ଷ ପରିବାରର ୨.୮୬ କୋଟି ଲୋକ, ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ୧୨.୫୯ ପରିବାରର ୩୮.୬୪ ଲକ୍ଷ ଲୋକ ଓ ରାଜ୍ୟ ଖାଦ୍ୟ ଯୋଜନାରେ ୧.୧୬ ଲକ୍ଷ ପରିବାରର ୩.୭୮ ଲକ୍ଷ ଲୋକଙ୍କୁ ମାଗଣା ରାସନ ସାମଗ୍ରୀ ଯୋଗାଇ ଦିଆଯାଉଛି।

 

ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

 

Leave a Reply

Your email address will not be published. Required fields are marked *