ନମସ୍କାର ବନ୍ଧୁଗଣ ଆପଣ ମାନଙ୍କୁ ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ , ଆଜି ଲଘୁଚାପ ର ସୃଷ୍ଟି ! କେବେ ବାତ୍ୟା ? ପ୍ରଭାବ ରାଜ୍ୟ ର କେଉଁ କେଉଁ ଜିଲ୍ଲାରେ ସ୍ଥାନରେ ରହିବ । ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।
ବର୍ତ୍ତମାନ ପାଣିପାଗ ବିଭାଗ ସୂଚନା ରୁ ଜଣା ପଡ଼ିଛି ଯେ , ଆଣ୍ଡାମାନ ସାଗର ଉପରିଭାଗରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ ଯାହାର ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ସାଗରରେ ଆଗାମୀ ୪୮ ଘଣ୍ଟାରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଏହି ଲଘୁଚାପ ଟି ଏହା ପରେ ପଶ୍ଚିମ ଏବଂ ଉତ୍ତର – ଦିଗ ରେ ଗତି କରିବ ବୋଲି ପୂର୍ବାନୁମାନ କରାଯାଇଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ଏହା ସୂଚନା ଦେଇଛି କି ଏହି ଲଘୁଚାପ ଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ -ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସ-ମ୍ଭା-ବ-ନା ରହିଛି ।
ଏହା ମଧ୍ୟ ସୂଚନା ଦେଇଛି ଯେ ଆଗାମୀ ଦୁଇ ଦିନ ରେ ରାଜ୍ୟ ର ଗୋଟିଏ ରୁ ଦୁଇଟି ସ୍ଥାନ କିମ୍ବା କିଛି କିଛି ସ୍ଥାନ ମାନଙ୍କ ରେ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶା ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଜିଲ୍ଲା ମାନଙ୍କ ପାଇଁ ଆସନ୍ତା ୧୫ ଓ ୧୬ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ ପଟ ରେ ଓଡ଼ିଶାର କିଛି ବାକି ଅଞ୍ଚଳରୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଲେଉଟାଣି ଜାରି ରହିଛି ।
ତେବେ ବନ୍ଧୁଗଣ ଯଦି ଆମର ଏହି ଲେଖାଟି ଆପଣଙ୍କୁ ପସନ୍ଦ ଆସିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ନେଇ ଆସିବୁ । ଧନ୍ୟବାଦ ।