ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ସୋସିଆଲ ମିଡିଆରେ ଝିଅ କହିଲା ଏମିତି ପୁଅକୁ ଶୁଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହେବେ। ଆସନ୍ତୁ ଜାଣିବା ସମ୍ପୂର୍ଣ ଖବର।ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ।
ବ୍ୟସ୍ତବହୁଳ ଜୀବନରେ ଲୋକ ମାନେ ଭଲ ରେ ଖୁସି ରେ ରହିବାକୁ ସମୟ ପାଉ ନାହାନ୍ତି । ତେବେ ଅନେକ ଲୋକ ଅଛନ୍ତି ଯେଉଁ ମାନେ ନିଜ ର ଖୁସି ପାଇଁ ଅନେକ କିଛି କରିବାକୁ ଭଲ ପାନ୍ତି ଯେମିତି କି ଫିଲ୍ମ ଦେଖିବା , ଗୀତ ଗାଇବା , ଡାନ୍ସ କରିବା ଆଦି ଅନେକ କିଛି କରି ଥାନ୍ତି । ତେବେ ଦେଖିବାକୁ ଗଲେ ଆମ ଦେଶ ରେ ଫିଲ୍ମ , ଗୀତ , ନାଚ ର ବହୁତ ଲୋକପ୍ରିୟତା ରହିଛି । ସୋସିଆଲ ମିଡ଼ିଆରେ ମନୋରଞ୍ଜନ ଖବର ସହ ଆଜି କାଲି କିଏ ବା ନ ଜଡ଼ିତ ।
ଯୁଗ ଏବେ ବଦଳିଲାଣି, କହିବାକୁ ଗଲା କେବଳ ଖାଲି ବଦଳିନି ବହୁତ ବଦଳିଲାଣି ଏବଂ ଅନେକ ଶିକ୍ଷିତ ମଧ୍ୟ ହେଲାଣି ଏହି ସମାଜ । ଏହି ସମାଜ, ଏହି ଯୁଗ ଏବେ ଆଉ ସେ ପୁରୁଣା ସମୟ ର ଯୁଗ ହୋଇ ନାହିଁ, କାରଣ ଆଜି କାଲି ଲୋକ ମାନେ ମଙ୍ଗଳ ଗ୍ରହ, ଚନ୍ଦ୍ର ଆଦି ଗ୍ରହ ମାନଙ୍କରେ ପହଁଞ୍ଚିସାରିଲେଣି, ଆଉ ନିକଟ ଭବିଷ୍ୟତରେ ସେହି ସବୁ ସ୍ଥାନ ରେ ମଣିଷ ର ଜୀବନ ଯାପନ କରିବା ସମ୍ଭବ ହେବ ବୋଲି, ସେମାନେ ସେହି ସବୁ ସ୍ଥାନ ମାନଙ୍କ ନିଜ ନିଜର ଜାଗା କିଣିବା ଆରମ୍ଭ ମଧ୍ୟ କରି ସାରିଲେଣି । ଆଜି କାଲି ଦୁନିଆରେ ଆଉ କିଛି ବି ଜିନିଷ ଅସମ୍ଭବ ନାହିଁ ।
ତେବେ ଆଜିର ଏହି ଯୁଗ ସୋସିଆଲ୍ ସାଇଟର ଯୁଗ ହେଲାଣି, ସମସ୍ତେ ସେହି ସୋସିଆଲ୍ ସାଇଟରେ ହିଁ ବିଜି ସବୁବେଳେ । ଏହି ସୋସିଆଲ, ସାଇଟରେ ବି ପ୍ରତିଦିନ ହଜାର ହଜାର ଫଟୋ, ଭିଡିଓ,ଖବର ସବୁ ଭାଇରାଲ୍ ହୋଇଥାଏ । ଆଜିକାଲି ର ଯୁବପିଢି ମଜା ପାଇଁ ଗୋଟିଏ ଭିଡ଼ିଓ କୁ ବିଭିନ୍ନ ଢଙ୍ଗ ରେ ପ୍ରକାଶ କରୁଛନ୍ତି । ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି ।
ଭାଇରାଲ ଭିଡ଼ିଓ ରେ ଜଣେ ଯୁବକ କହିଛନ୍ତି ଯେ ମୁଁ ସେହି ଝିଅ କୁ ଲିପଷ୍ଟିକ୍ ଦେଲି କାଜଲ ଦେଲି ହେଲେ ଏବେ ସେ ମୋତେ ଏବେ ବାହା ହେବନି କହୁଛି । ଏହାର ପ୍ରତିଉତର ରେ ଝିଅ ଟି କହୁଛି ଜେ ଲିପଷ୍ଟିକ୍ କହି ମୋତେ ବେବି ଲିପ୍ସ ଦଉଚି ମୁଁ ୟାକୁ ବାହା ହେବି । ପୁଣି ଯୁବକ କହିଲେ ମୁଁ ତାକୁ କେତେ ଆଡେ ବୁଲେଇ ନେଇଛି ଏହାର ଉତ୍ତର ବି ଝିଅ କହୁଛି ୟେ କୁଆଡେ ମୋତେ ବୁଲେଇ ନବ ନିଜ ବାପା ପକେଟ୍ ରୁ ପଇସା ଚୋରି କରି ଆଣି ମୋତେ ଦିଏ ।
ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।