ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ସୋସିଆଲ ମିଡିଆରେ ଭାଇରାଲ୍ ହେଲା ଯୁବତୀ ଙ୍କ ମେଲୋଡ଼ି ଭିଡ଼ିଓ।ଆସନ୍ତୁ ଜାଣିବା ସମ୍ପୂର୍ଣ ଖବର।ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।
ବର୍ତ୍ତମାନ୍ ର ସୋସିଆଲ ମିଡିଆ ଏକ ମନୋରଞ୍ଜନର ପ୍ଲାଟଫର୍ମ ହୋଇ ଉଠୁଚି । ବର୍ତ୍ତମାନ୍ ଯୁଗରେ ସମସ୍ତେ ପ୍ରସିଦ୍ଧ ହେବା ଏବଂ ମାଗଣା ପ୍ରଚାର ପାଇବା ପାଇଁ ଯେ କୌଣସି ସ୍ତରକୁ ଯାଆନ୍ତି । କାମ ସାରିବା ପରେ ନିଜର ମନୋରଞ୍ଜନ ପାଇଁ ସୋସିଆଲ ମିଡ଼ିଆର ବ୍ୟବହାର କରିଥାନ୍ତି । ସୋସିଆଲ ମିଡ଼ିଆରେ ଗୀତ, ନାଚ, ମଜାଳିଆ କଥା ପର୍ଯ୍ୟନ୍ତ ସବୁ ରହିଥାଏ । ଆମେ ସମସ୍ତେ ସୋସିଆଲ ମିଡ଼ିଆ ଦ୍ଵାରା ନାନା ସ୍ଥାନ ର ନାନା କଥା ଜାଣିବାକୁ ପାଇଥାଉ , ଅନେକ ଘଟଣା ବିଷୟରେ ଆମେ ଖବର ପାଇଥାଉ ।
ତେବେ ଅନେକ ସ୍ଥାନ ରେ ଅନେକ ଖରାପ ଘଟଣା ଘଟିଥାଏ ଯାହା ଫଳରେ ଅନେକ ଲୋକ ଖରାପ କାର୍ଯ୍ୟ ହୋଇଥାଏ । ତେବେ ବେଳେ ବେଳେ ସିସି ଟିଭି ରେ ଅନେକ ଭିଡିଓ ଭାଇରାଲ୍ ହୋଇଥାଏ । ବେଳେ ବେଳେ ସୋସିଆଲ ମିଡ଼ିଆ ରେ ଏପରି କିଛି ଭିଡିଓ ମଧ୍ୟ ଆସିଥାଏ , ଯାହା ଦେଖିଲେ ଆପଣଙ୍କ ଆଖି ରୁ ମଧ୍ୟ ପାଣି ବହି ଆସିବ । ବଡ଼ ହୃଦୟ ବିଦାରକ ସେହି ଭିଡିଓ ସବୁ ମଧ୍ୟ ଆମେ ଏହି ସୋସିଆଲ ମିଡ଼ିଆ ଦ୍ଵାରା ହିଁ ଦେଖିବାକୁ ପାଇଥାଉ ।
ଆଉ ସମୟ ସମୟ ରେ କିଛି ଫନି ବା ମଜାଳିଆ ବିଷୟ ମଧ୍ୟ ଦେଖିବାକୁ ପାଇଥାଉ ଯାହା ଆମକୁ ଅନେକ ହସାଇଥାଇ ।ତେବେ ଏହି ଭିଡିଓ ଟି ହେଉଛି ଏକ ମେଲୋଡ଼ି ଭିଡ଼ିଓ ଯେଉଁଥିରେ ଏକ ଝିଅଟି ନାଚୁ ଥିବାର ନଜର ଆସିଛନ୍ତି। ତେବେ ଏହି ଯୁବତୀ ଙ୍କ ସହ ଆଉ ଏକ ପୁଅ ମଧ୍ୟ ନାଚୁଛନ୍ତି। ନାଚିବା ସମୟରେ ପୁଅଟି ଏମିତି କିଛି କଲା ଝିଅଟି ତାକୁ ପିଟିବା ପାଇଁ ଚାଲି ଆସିଲେ।ଏହି ଭିଡ଼ିଓ ଟି ଏବେ ସୋସିଆଲ ମିଡିଆରେ ଭାଇରଲ ହେବାକୁ ଲାଗିଛି ।
ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।