ନମସ୍କାର ବନ୍ଧୁ ଗଣ ଆପଣ ମାନଙ୍କୁ ଆମ ର ଏହି ସୁନ୍ଦର ୱେବ ପୋର୍ଟାଲ କୁ ସ୍ୱାଗତ କରୁଅଛୁ । ଆଜି ଏହି ପୋଷ୍ଟ ମାଧ୍ୟମରେ ଆମେ ଆପଣ ମାନଙ୍କୁ ଜଣାଇ ବାକୁ ଯାଉଛୁ ଯେ,ଦେଶକୁ ପୁଣି ଫେରିଲା ଲକଡାଉନ, ଜାଣନ୍ତୁ କେଉଁ ଦିନ ଠାରୁ ଲକ୍ ଡାଉନ୍।ଆସନ୍ତୁ ଜାଣିବା ସମ୍ପୂର୍ଣ ଖବର। ତେବେ ଆପଣ ଏହି ପୋଷ୍ଟ କୁ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ପଢ଼ନ୍ତୁ ,ଆଉ ଜାଣି ପାରିବେ ସମ୍ପୂର୍ଣ୍ଣ ତଥ୍ୟ ।
କରୋନା ଦୈନିକ ମାମଲା ଏବଂ ମ-ର-ଣ ସଂଖ୍ୟା ଗତ କିଛି ଦିନ ହେବ ବୃଦ୍ଧି ପାଉଛି । ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା 2451 ଥିବା ବେଳେ ଆଜି ଏହା 2527 କୁ ବୃଦ୍ଧି ହୋଇଥିବା ବେଳେ ମ-ର-ଣ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 2527 ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ 33 ଜଣକର ମ-ର-ଣ ହୋଇଛି । ଏଥି ସହିତ ମୋଟ 1656 ଜଣ ରୋଗୀ ସୁସ୍ଥ ହୋଇଛନ୍ତି।
ଦିଲ୍ଲୀରେ କରୋନା ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ରାଜଧାନୀରେ ପୁଣି ଥରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ଯେଉଁମାନେ ଏହି ନିୟମ ଉଲ୍ଲଂଘନ କରୁଛନ୍ତି ସେମାନଙ୍କୁ 500 ଟଙ୍କା ଜରିମାନା କରାଯିବ । ଏହି ନିଷ୍ପତ୍ତି ବୁଧବାର ଅନୁଷ୍ଠିତ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ବୈଠକରେ ନିଆଯାଇଛି ବୋଲି ଅଧିକାରୀମାନେ କହିଛନ୍ତି ।ଜାତୀୟ ରାଜଧାନୀରେ କରୋନା ପରୀକ୍ଷା ସଂଖ୍ୟା ବୃଦ୍ଧି କରିବାକୁ ଅଧିକାରୀମାନଙ୍କୁ କୁହାଯାଇଛି ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି ।
କରୋନାର ପ୍ରକୋପ ଓଡିଶାରେ ସେତେଟା ଦେଖା ଯାଇନାହିଁ । ରାଜ୍ୟରେ ଲଗାତର ଭାବେ କମି ଚାଲିଛି କରୋନାର ପ୍ରକୋପ।ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଥିଲେ । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା ।
ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଆଜି ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ କେହି ଚିହ୍ନଟ ହୋଇନାହାନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର କୌଣସି ପିଲା ସଂକ୍ରମିତ ହୋଇନାହାନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୮୦ରେ ପହଞ୍ଚିଛି ।
ତେବେ ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।